ସାଙ୍ଗ ହେବ ତ ଏମିତି
୧୦ ବର୍ଷ ତଳର କଥା ସେତେବେଳେ ୮ ବର୍ଷର ଗୋଟେ ଗରିବ ପିଲାଟିଏ । ରାସ୍ତାରୁ କିଛି ପ୍ଲାଷ୍ଟିକ୍ ଗୋଟେଇ ତା’ ମାଲିକକୁ ଦିଏ ଆଉ ମାଲିକ ଯାହା ପଇସା ଦିଏ ତା’ ପେଟ ପୋଷେ ।ହେଲେ ସେଦିନ ସେ ପିଲାଟି କିଛି ପ୍ଲାଷ୍ଟିକ ପାଇଲା ନାହିଁ ଆଉ ମାଲିକ ତାକୁ କିଛି ପଇସା ବି ଦେଲାନି । ଛୋଟ ପିଲାଟା ଭୋକରେ ଆଉଟୁ ପାଉଟୁ ହେଉଥାଏ… ସେ ଗୋଟେ ଜଳଖିଆ ଦୋକାନକୁ ଯାଇ କହିଲା ବାବୁ…