ଗ୍ରୀଷ୍ମ ଅବକାଶାନ୍ତେ
କାଲି ସାକାଳୁ ସ୍କୁଲ ଖୋଲିବ ବୋଲି ସମସ୍ତଙ୍କର ବଡ଼ ଚିନ୍ତା । ଦେଢ଼ମାସର ଅଧିକ ଦିନ ଧରି ସ୍କୁଲ ଛୁଟି ରହିଥିଲା । ଏହି ସମୟରେ କିଏ କେତେ କ’ଣ ନ କରିଛନ୍ତି । ପିଲାମାନେ ସ୍କୁଲରେ ପଢ଼ାହେବା ଆଗରୁ ଟିଉସନ ଯାଇ ଅଧିକ ପାଠ ପଢ଼ିଦେଇଛନ୍ତି ତ’ କେହି କେହି ବର୍ଷକର ପାଠ ପଢ଼ା ବି ଶେଷ କରିଦେଇଛନ୍ତି । ଆଉ ଛୁଟି ଖୋଲିବା ଆଗରୁ ବି ରଜ ଆସେ । ରଜରେ ବି ଏଥର…