ପ୍ୟାରେଣ୍ଟସ୍ ଡେ
“ମରି ଯଆନ୍ତୁ, ମରିଗେଲ କିଛିବି ଅସୁବିଧା ହେବନାହିଁ” ଏହି କଥା ପଦକ ଶୁଣିଥିଲି ସେହି “ପ୍ୟାରେଣ୍ଟସ୍ ଡେ” ଦିନ ସାହୁ ବାବୁଙ୍କ ମୁଁହରୁ । ସାହୁ ବାବୁ ହେଉଛନ୍ତି କଟକର ରାଣୀହାଟର ବାସିନ୍ଦା । ପେଶାରେ ଜଣେ ଗାଡ଼ି ଚାଳକ । ପରିବାର କହିଲେ ତାଙ୍କ ସ୍ତ୍ରୀ, ପୁଅଝିଅ ତିନିଜଣ ଓ ବୃଦ୍ଧ ବାପା । ଆଉ ଏକ ସଦସ୍ୟ ମଧ୍ୟ ଅଛି, ସେ ହେଉଛି ତାଙ୍କ ମିଟୁ । ପିଲାମାନଙ୍କ ଖାଇବାପିଇବା ସହ ମିଟୁର ଖାଇବାପିଇବା…