ପଦ୍ମାଳୟା ପାଢ଼ୀ

ପଦ୍ମାଳୟା ପାଢ଼ୀ ଓଡ଼ିଆ ଭାଷାରେ ବିଭିନ୍ନ ପ୍ରକାରର ଗପ ଓ କବିତା ଆଦି ରଚନା କରନ୍ତି । ତାଙ୍କ ରଚିତ ଗପ ଓ କବିତାଗୁଡ଼ିକ ବିଭିନ୍ନ ପତ୍ରପତ୍ରିକାରେ ସ୍ଥାନ ପାଇ ପାଠକୀୟ ଆଦୃତି ଲାଭ କରିଛି ।

Odia Story Abartaman (ଆବର୍ତ୍ତମାନ) by Padmalaya Padhy

ଆବର୍ତ୍ତମାନ

ଦୁଇ ବର୍ଷ ଧରି କୋମାରେ ରହିବା ପରେ ପରିଶେଷରେ ବୋଉର ଚେତା ଫେରିଥିଲା ଓ ଧୀରେ ଧୀରେ ଉଠି ବସିଥିଲା ସେ । ଏଇଟା ଚମତ୍କାର ଥିଲା କି ଭଗବାନଙ୍କ ଖେଳ ମୁଁ ଜାଣିନାହିଁ । କାଲି ପରି ଲାଗୁଛି ପରା । କିଛି ନାହିଁ ହଠାତ ବୋଉ ଛିଡ଼ା ହୋଇଥିଲା ତ ଦେଖିଲା ବେଳକୁ ଗଛ କାଟିଲା ଭଳି ତଳେ ପଡ଼ିଗଲା ତ ଗଲା ଆଉ ଚେତା ନାହିଁ । ହସ୍ପିଟାଲ ନେଇ ସବୁ ପରୀକ୍ଷା…

ଅଧିକ ପଢ଼ନ୍ତୁ