Read more about the article କରୁଣା
Odia Story Karuna (କରୁଣା) by Dr. Sradhanjali Panda

କରୁଣା

ହଠାତ୍ ଆଲାର୍ମ ଶବ୍ଦରେ ନିଦ ଭାଙ୍ଗିଗଲା ଅବିନାଶଙ୍କର । ଏକ ଉଦାସ ବିରକ୍ତି ଆଚ୍ଛନ୍ନ କରିଦେଲା ସମଗ୍ର ମନ ପ୍ରାଣ । କେତେ ସୁନ୍ଦର ଦୁନିଆରେ ଥିଲେ ସେ । ତନ୍ଦ୍ରାଛନ୍ନ ଅବସ୍ଥାରୁ ବାହାରି ଆସିଲେ ସେ । ବିଛଣାରୁ ଧୀରେ…

Continue Readingକରୁଣା