ଶୁଭପଲ୍ଲବ

ଶୁଭପଲ୍ଲବ ଓଡ଼ିଆ ଇ-ପତ୍ରିକା (Shubhapallaba Online Odia Magazine) ଏକ ଅନ୍‌ଲାଇନ୍ ଓଡ଼ିଆ ଇ-ପତ୍ରିକା । ଏହି ପତ୍ରିକାଟି ୨୦୧୮ ମସିହାର ଜାନୁଆରୀ ମାସ ୧ ତାରିଖ ନୂଆବର୍ଷଠାରୁ ପ୍ରକାଶ ପାଇ ଆସୁଛି । ଓଡ଼ିଆ ପାଠକପାଠିକାମାନଙ୍କ ପାଇଁ ବିଭିନ୍ନ ପ୍ରକାରର ଗପ, କବିତା, ପ୍ରବନ୍ଧ, ରମ୍ୟ ରଚନା, ଭ୍ରମଣ କାହାଣୀ, କ୍ଷୁଦ୍ର ଗଳ୍ପ, ଗୁଲି ଗପ ଆଦିକୁ ନେଇ ପ୍ରତ୍ୟେକ ତିନି ମାସରେ ଥରେ ଏହା ପ୍ରକାଶ ପାଇ ଆସୁଛି । ଏହି ପତ୍ରିକାଟି ୨୦୨୦ ନବବର୍ଷରୁ ମାସିକିଆ ପତ୍ରିକା ଭାବରେ ପ୍ରକାଶ ପାଇବାକୁ ଯାଉଛି ।

Download Now 23rd Edition of Shubhapallaba

୨୩ଶ ସଂସ୍କରଣ

୨୦୨୧ ମସିହାର ଫେବୃଆରୀ ମାସରେ ଶୁଭପଲ୍ଲବର ୨୩ଶ ସଂସ୍କରଣ ପ୍ରକାଶ ପାଇଥିଲା । ୪୧ ପୃଷ୍ଠା ବିଶିଷ୍ଟ ଏହି ପତ୍ରିକାଟିରେ ସମୁଦାୟ ୨୧ ଗୋଟି ଆଲେଖ ପ୍ରକାଶ ପାଇଥିଲା ।

ଅଧିକ ପଢ଼ନ୍ତୁ
Shubhodaya Magazine 4th Edition

ମକର ସଂକ୍ରାନ୍ତି ଅବସରରେ ଶୁଭୋଦୟର ୪ର୍ଥ ସଂସ୍କରଣ ଉନ୍ମୋଚିତ

ଭଦ୍ରକ (୧୫ ଜାନୁଆରୀ ୨୦୨୧): ପବିତ୍ର ମକର ସଂକ୍ରାନ୍ତି ଅବସରରେ ଓଡ଼ିଆ ଇ-ପତ୍ରିକା ଶୁଭୋଦୟର ୪ର୍ଥ ସଂସ୍କରଣ ଉନ୍ମୋଚିତ ହୋଇଯାଇଛି । ଶୁଭପଲ୍ଲବ ପ୍ରକାଶନୀ ଦ୍ୱାରା ପ୍ରକାଶ ପାଉଥିବା ଏହି ମାସିକ ଇ-ପତ୍ରିକାଟିର ୪ର୍ଥ ସଂସ୍କରଣର ପ୍ରଚ୍ଛଦଚିତ୍ରଟି ଅଙ୍କିଥିଲେ ସୁପ୍ରସିଦ୍ଧ ଓଡ଼ିଆ ଚିତ୍ରକର ବିଜୟ ବିଶ୍ୱାଳ, ଯାହାକୁ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚିତ୍ରକଳା ପାଇଁ ତାଙ୍କର ମନ୍‌କି ବାତ୍ କାର୍ଯ୍ୟକ୍ରମରେ ପ୍ରସଂଶା କରିଥିଲେ । ଏହି ପ୍ରଚ୍ଛଦଟିରେ କରୋନା ଭୂତାଣୁର ଭେକ୍ସିନ୍ ସହ ୨୦୨୧କୁ ସ୍ୱାଗତ କରିବା ଚିତ୍ର…

ଅଧିକ ପଢ଼ନ୍ତୁ
20th Edition of Shubhapallaba Online Odia Magazine Released

ଶୁଭପଲ୍ଲବର ୨୨ଶ ସଂସ୍କରଣ ଉନ୍ମୋଚିତ

ନୂଆବର୍ଷ ଅବସରରେ ଶୁଭପଲ୍ଲବର ୨୨ଶ ସଂସ୍କରଣ ଉନ୍ମୋଚିତ ଭଦ୍ରକ (୫ ଜାନୁଆରୀ ୨୦୨୦): ଓଡ଼ିଆ ଇ-ପତ୍ରିକା ଶୁଭପଲ୍ଲବର ୨୨ଶ ସଂସ୍କରଣ ଗତ ଜାନୁଆରୀ ୪ ତାରିଖରେ ଉନ୍ମୋଚିତ ହୋଇଯାଇଛି । ବିଗତ ନବବର୍ଷ ଅବସରରେ ଏହି ପତ୍ରିକାକୁ ଦୁଇବର୍ଷ ପୂରଣ ହୋଇଯାଇଛି । ସମୁଦାୟ ୨୧ ଗୋଟି ଆଲେଖ୍ୟକୁ ନେଇ ପ୍ରକାଶ ପାଇଥିବା ଏହି ସଂସ୍କରଣଟିର କଭର୍ ଫଟୋ ଡିଜାଇନ୍ କରିଛନ୍ତି ସୁଦୂର ହାଇଦ୍ରାବାଦରେ ରହୁଥିବା ଓଡ଼ିଆ ଗ୍ରାଫିକ୍ ଡିଜାଇନର୍ ସମ୍ବିତ ଦାସ ଏବଂ ପତ୍ରିକାର ସମ୍ପାଦନା କାର୍ଯ୍ୟ ତୁଲାଇଛନ୍ତି…

ଅଧିକ ପଢ଼ନ୍ତୁ
Download Now 22nd Edition of Shubhapallaba

୨୨ଶ ସଂସ୍କରଣ

୨୦୨୧ ମସିହାର ଜାନୁଆରୀ ମାସରେ ଶୁଭପଲ୍ଲବର ୨୨ଶ ସଂସ୍କରଣ ପ୍ରକାଶ ପାଇଥିଲା । ୬୦ ପୃଷ୍ଠା ବିଶିଷ୍ଟ ଏହି ପତ୍ରିକାଟିରେ ସମୁଦାୟ ୨୧ ଗୋଟି ଆଲେଖ ପ୍ରକାଶ ପାଇଥିଲା ।

ଅଧିକ ପଢ଼ନ୍ତୁ
Shubhodaya launches 3rd edition on Dhanu Sankranti

ଧନୁ ସଂକ୍ରାନ୍ତିରେ ଶୁଭୋଦୟର ୩ୟ ସଂସ୍କରଣ ଉନ୍ମୋଚିତ

ଭଦ୍ରକ (୧୬ ଡିସେମ୍ବର ୨୦୨୦): ଆଜି ଧନୁ ସଂକ୍ରାନ୍ତି ଅବସରରେ ଓଡ଼ିଆ ଇ-ପତ୍ରିକା ଶୁଭୋଦୟର ୩ୟ ସଂସ୍କରଣ ଉନ୍ମୋଚିତ ହୋଇଯାଇଛି । ଶୁଭପଲ୍ଲବ ପ୍ରକାଶନୀ ଦ୍ୱାରା ପ୍ରକାଶ ପାଉଥିବା ଏହି ମାସିକ ଇ-ପତ୍ରିକାଟିର ୩ୟ ସଂସ୍କରଣରେ ସମୁଦାୟ ୧୫ଟି ବଛାବଛା ଗପ, କବିତା ଆଦି ପ୍ରକାଶ ପାଇଛି । ଏହି ସଂସ୍କରଣଟିର ପ୍ରଚ୍ଛଦରେ ସ୍ଥାନିତ ହୋଇଛି କୁହୁଡ଼ି ଭରା ଏକ ଶୀତ ସକାଳେ ଗାଁ’ର ଦୃଶ୍ୟ । ଏହି ସଂସ୍କରଣଟିର ସମ୍ପାଦନା କାର୍ଯ୍ୟ ତୁଲାଇଛନ୍ତି ଶୁଭପଲ୍ଲବ ପ୍ରତିଷ୍ଠାତା ସଂଗ୍ରାମ କେଶରୀ ସେନାପତି ।…

ଅଧିକ ପଢ଼ନ୍ତୁ