ଶୁଭପଲ୍ଲବ

ଶୁଭପଲ୍ଲବ ଓଡ଼ିଆ ଇ-ପତ୍ରିକା (Shubhapallaba Online Odia Magazine) ଏକ ଅନ୍‌ଲାଇନ୍ ଓଡ଼ିଆ ଇ-ପତ୍ରିକା । ଏହି ପତ୍ରିକାଟି ୨୦୧୮ ମସିହାର ଜାନୁଆରୀ ମାସ ୧ ତାରିଖ ନୂଆବର୍ଷଠାରୁ ପ୍ରକାଶ ପାଇ ଆସୁଛି । ଓଡ଼ିଆ ପାଠକପାଠିକାମାନଙ୍କ ପାଇଁ ବିଭିନ୍ନ ପ୍ରକାରର ଗପ, କବିତା, ପ୍ରବନ୍ଧ, ରମ୍ୟ ରଚନା, ଭ୍ରମଣ କାହାଣୀ, କ୍ଷୁଦ୍ର ଗଳ୍ପ, ଗୁଲି ଗପ ଆଦିକୁ ନେଇ ପ୍ରତ୍ୟେକ ତିନି ମାସରେ ଥରେ ଏହା ପ୍ରକାଶ ପାଇ ଆସୁଛି । ଏହି ପତ୍ରିକାଟି ୨୦୨୦ ନବବର୍ଷରୁ ମାସିକିଆ ପତ୍ରିକା ଭାବରେ ପ୍ରକାଶ ପାଇବାକୁ ଯାଉଛି ।

20th Edition of Shubhapallaba Online Odia Magazine Released featuring Padmini Rout

ପଦ୍ମିନୀ ରାଉତଙ୍କ ଆଳାପ ସହ ଶୁଭପଲ୍ଲବର ୨୧ଶ ସଂସ୍କରଣ ଉନ୍ମୋଚିତ

ଓଡ଼ିଆ ଇ-ପତ୍ରିକା ଶୁଭପଲ୍ଲବର ୨୧ଶ ସଂସ୍କରଣ ଗତ ଡିସେମ୍ବର ୧ ତାରିଖରେ ଉନ୍ମୋଚିତ ହୋଇଯାଇଛି । ଆସନ୍ତା ନୂଆବର୍ଷରେ ତିନିବର୍ଷ ପୂରଣ କରିବାକୁ ଯାଉଥିବା ଶୁଭପଲ୍ଲବର ଏହି ସଂସ୍କରଣରେ ସ୍ଥାନ ପାଇଛି ଆନ୍ତର୍ଜାତୀୟ ଚେସ୍ ଖେଳାଳୀ ପଦ୍ମିନୀ ରାଉତଙ୍କ ସ୍ୱତନ୍ତ୍ର ସାକ୍ଷାତକାର, ଯେଉଁଥିରେ ସେ ତାଙ୍କର ପ୍ରାରମ୍ଭିକ ଜୀବନର ଅନୁଭୂତିରୁ ଆରମ୍ଭ କରି ପ୍ରଥମ ମ୍ୟାଚ୍, ପସନ୍ଦର ନାପସନ୍ଦ ବିଷୟରେ ଜଣାଇଛନ୍ତି କିଛି କଥା । ୨୩ ଗୋଟି ଆଲେଖ୍ୟକୁ ନେଇ ପ୍ରକାଶ ପାଇଥିବା ଏହି ସଂସ୍କରଣଟିର କଭର୍ ଫଟୋ…

ଅଧିକ ପଢ଼ନ୍ତୁ
Download Now 20th Edition of Shubhapallaba

୨୧ଶ ସଂସ୍କରଣ

୨୦୨୦ ମସିହାର ଡିସେମ୍ବର ମାସରେ ଶୁଭପଲ୍ଲବର ୨୧ଶ ସଂସ୍କରଣ ପ୍ରକାଶ ପାଇଥିଲା । ୪୮ ପୃଷ୍ଠା ବିଶିଷ୍ଟ ଏହି ପତ୍ରିକାଟିରେ ସମୁଦାୟ ୨୨ ଗୋଟି ଆଲେଖ ପ୍ରକାଶ ପାଇଥିଲା ।

ଅଧିକ ପଢ଼ନ୍ତୁ
Shubhodaya launches 2nd edition on Diwali

ଦୀପାବଳିର ସନ୍ଧ୍ୟାରେ ଶୁଭୋଦୟର ୨ୟ ସଂସ୍କରଣ ଉନ୍ମୋଚିତ

ଭଦ୍ରକ (୧୬ ନଭେମ୍ବର ୨୦୨୦): ଦୀପାବଳି ଅବସରରେ ଓଡ଼ିଆ ଇ-ପତ୍ରିକା ଶୁଭୋଦୟର ୨ୟ ସଂସ୍କରଣ ଉନ୍ମୋଚିତ ହୋଇଯାଇଛି । ଶୁଭପଲ୍ଲବ ପ୍ରକାଶନୀ ଦ୍ୱାରା ପ୍ରକାଶ ପାଉଥିବା ଏହି ମାସିକ ଇ-ପତ୍ରିକାଟିର ୨ୟ ସଂସ୍କରଣରେ ସମୁଦାୟ ୧୪ଟି ବଛାବଛା ଗପ, କବିତା ଆଦି ପ୍ରକାଶ ପାଇଛି । ଏହି ସଂସ୍କରଣଟିର କଭର୍ ଫଟୋରେ ଦୀପାବଳି ଥିମ୍‌କୁ ନେଇ ଏକ ଚାନ୍ଦିନୀ ରଣାଙ୍କ ଏକ ଫଟୋ ସ୍ଥାନିତ କରାଯାଇଛି । ପତ୍ରିକାଟିର ସମ୍ପାଦନା କାର୍ଯ୍ୟ ତୁଲାଇଛନ୍ତି ଶୁଭପଲ୍ଲବ ପ୍ରତିଷ୍ଠାତା ସଂଗ୍ରାମ କେଶରୀ ସେନାପତି । ଏହି…

ଅଧିକ ପଢ଼ନ୍ତୁ
20th Edition of Shubhapallaba Online Odia Magazine Released News

ଓଡ଼ିଆ ଇ-ପତ୍ରିକା ଶୁଭପଲ୍ଲବର ୨୦ଶ ସଂସ୍କରଣ ଉନ୍ମୋଚିତ

ଭଦ୍ରକ (୨ ନଭେମ୍ବର ୨୦୨୦): ଓଡ଼ିଆ ଇ-ପତ୍ରିକା ଶୁଭପଲ୍ଲବର ୨୦ଶ ସଂସ୍କରଣ ଗତ ନଭେମ୍ବର ୧ ସନ୍ଧ୍ୟାରେ ଉନ୍ମୋଚିତ ହୋଇଯାଇଛି । ସମୁଦାୟ ୨୫ ଗୋଟି ବଛା ବଛା ଓଡ଼ିଆ ଗପ, କବିତା, ରୋଷେଇ ଟିପ୍ସ, ସାକ୍ଷାତକାର ଆଦିକୁ ନେଇ ପ୍ରସ୍ତୁତ ହୋଇଥିବା ଏହି ସଂସ୍କରଣଟିର ସମ୍ପାଦନା କରିଛନ୍ତି ଉଭୟ ତାପସ ରଞ୍ଜନ ଓ ସଂଗ୍ରାମ କେଶରୀ ସେନାପତି । ସୁଦୂର ହାଇଦ୍ରାବାଦରେ ରହୁଥିବା ଓଡ଼ିଆ ଗ୍ରାଫିକ୍ସ୍ ଡିଜାଇନର୍ ସମ୍ବିତ ଦାସ ଏହି ପତ୍ରିକାଟିର ଅଳଂକରଣ କାର୍ଯ୍ୟ କରିଛନ୍ତି । ଏହି…

ଅଧିକ ପଢ଼ନ୍ତୁ
Download 20th Edition of Shubhapallaba Odia Magazine - ଶୁଭପଲ୍ଲବ ପତ୍ରିକା

୨୦ଶ ସଂସ୍କରଣ

୨୦୨୦ ମସିହାର ନଭେମ୍ବର ମାସରେ ଶୁଭପଲ୍ଲବର ୨୦ଶ ସଂସ୍କରଣ ପ୍ରକାଶ ପାଇଥିଲା । ୫୬ ପୃଷ୍ଠା ବିଶିଷ୍ଟ ଏହି ପତ୍ରିକାଟିରେ ସମୁଦାୟ ୨୫ ଗୋଟି ଆଲେଖ ପ୍ରକାଶ ପାଇଥିଲା ।

ଅଧିକ ପଢ଼ନ୍ତୁ