ଶୁଭପଲ୍ଲବ

ଶୁଭପଲ୍ଲବ ଓଡ଼ିଆ ଇ-ପତ୍ରିକା (Shubhapallaba Online Odia Magazine) ଏକ ଅନ୍‌ଲାଇନ୍ ଓଡ଼ିଆ ଇ-ପତ୍ରିକା । ଏହି ପତ୍ରିକାଟି ୨୦୧୮ ମସିହାର ଜାନୁଆରୀ ମାସ ୧ ତାରିଖ ନୂଆବର୍ଷଠାରୁ ପ୍ରକାଶ ପାଇ ଆସୁଛି । ଓଡ଼ିଆ ପାଠକପାଠିକାମାନଙ୍କ ପାଇଁ ବିଭିନ୍ନ ପ୍ରକାରର ଗପ, କବିତା, ପ୍ରବନ୍ଧ, ରମ୍ୟ ରଚନା, ଭ୍ରମଣ କାହାଣୀ, କ୍ଷୁଦ୍ର ଗଳ୍ପ, ଗୁଲି ଗପ ଆଦିକୁ ନେଇ ପ୍ରତ୍ୟେକ ତିନି ମାସରେ ଥରେ ଏହା ପ୍ରକାଶ ପାଇ ଆସୁଛି । ଏହି ପତ୍ରିକାଟି ୨୦୨୦ ନବବର୍ଷରୁ ମାସିକିଆ ପତ୍ରିକା ଭାବରେ ପ୍ରକାଶ ପାଇବାକୁ ଯାଉଛି ।

Participate in Gandhi Jayanti Quiz 2022 in Odia by Shubhapallaba

ଗାନ୍ଧୀ ଜୟନ୍ତୀ କୁଇଜ୍ ୨୦୨୨

Loading… ଶୁଭପଲ୍ଲବଶୁଭପଲ୍ଲବ ଓଡ଼ିଆ ଇ-ପତ୍ରିକା (Shubhapallaba Online Odia Magazine) ଏକ ଅନ୍‌ଲାଇନ୍ ଓଡ଼ିଆ ଇ-ପତ୍ରିକା । ଏହି ପତ୍ରିକାଟି ୨୦୧୮ ମସିହାର ଜାନୁଆରୀ ମାସ ୧ ତାରିଖ ନୂଆବର୍ଷଠାରୁ ପ୍ରକାଶ ପାଇ ଆସୁଛି । ଓଡ଼ିଆ ପାଠକପାଠିକାମାନଙ୍କ ପାଇଁ ବିଭିନ୍ନ ପ୍ରକାରର ଗପ, କବିତା, ପ୍ରବନ୍ଧ, ରମ୍ୟ ରଚନା, ଭ୍ରମଣ କାହାଣୀ, କ୍ଷୁଦ୍ର ଗଳ୍ପ, ଗୁଲି ଗପ ଆଦିକୁ ନେଇ ପ୍ରତ୍ୟେକ ତିନି ମାସରେ ଥରେ ଏହା ପ୍ରକାଶ ପାଇ ଆସୁଛି । ଏହି ପତ୍ରିକାଟି…

ଅଧିକ ପଢ଼ନ୍ତୁ
Download Now 40th Edition of Shubhapallaba

୪୦ଶ ସଂସ୍କରଣ

୨୦୨୨ ମସିହାର ଜୁଲାଇ ମାସରେ ରଥଯାତ୍ରା ଅବସରରେ ଶୁଭପଲ୍ଲବର ୪୦ଶ ସଂସ୍କରଣ ପ୍ରକାଶ ପାଇଥିଲା । ୩୧ ପୃଷ୍ଠା ବିଶିଷ୍ଟ ଏହି ପତ୍ରିକାଟିରେ ୧୪ ଗୋଟି ଆଲେଖ ପ୍ରକାଶ ପାଇଥିଲା ।

ଅଧିକ ପଢ଼ନ୍ତୁ