ଶୁଭପଲ୍ଲବ

ଶୁଭପଲ୍ଲବ ଓଡ଼ିଆ ଇ-ପତ୍ରିକା (Shubhapallaba Online Odia Magazine) ଏକ ଅନ୍‌ଲାଇନ୍ ଓଡ଼ିଆ ଇ-ପତ୍ରିକା । ଏହି ପତ୍ରିକାଟି ୨୦୧୮ ମସିହାର ଜାନୁଆରୀ ମାସ ୧ ତାରିଖ ନୂଆବର୍ଷଠାରୁ ପ୍ରକାଶ ପାଇ ଆସୁଛି । ଓଡ଼ିଆ ପାଠକପାଠିକାମାନଙ୍କ ପାଇଁ ବିଭିନ୍ନ ପ୍ରକାରର ଗପ, କବିତା, ପ୍ରବନ୍ଧ, ରମ୍ୟ ରଚନା, ଭ୍ରମଣ କାହାଣୀ, କ୍ଷୁଦ୍ର ଗଳ୍ପ, ଗୁଲି ଗପ ଆଦିକୁ ନେଇ ପ୍ରତ୍ୟେକ ତିନି ମାସରେ ଥରେ ଏହା ପ୍ରକାଶ ପାଇ ଆସୁଛି । ଏହି ପତ୍ରିକାଟି ୨୦୨୦ ନବବର୍ଷରୁ ମାସିକିଆ ପତ୍ରିକା ଭାବରେ ପ୍ରକାଶ ପାଇବାକୁ ଯାଉଛି ।

Utkalare Durganka Mrunmayee Pratima (ଉତ୍କଳରେ ଦୁର୍ଗାଙ୍କ ମୃଣ୍ମୟୀ ପ୍ରତିମା)

ଉତ୍କଳରେ ଦୁର୍ଗାଙ୍କ ମୃଣ୍ମୟୀ ପ୍ରତିମା

ଭାରତୀୟ ସଂସ୍କୃତିରେ ଦୁର୍ଗାପୂଜାର ଇତିହାସ ଅତି ପ୍ରାଚୀନ । ମାର୍କଣ୍ଡେୟ ପୁରାଣ ଅନୁସାରେ ଚେଦି ରାଜବଂଶର ରାଜା ସୁରଥ ପ୍ରଥମେ ଦୁର୍ଗାପୂଜା ପରମ୍ପରା ଆରମ୍ଭ କରିଥିଲେ । ଖ୍ରୀଷ୍ଟପୂର୍ବ ଦ୍ୱିତୀୟ ଶତକରେ ‘ମାର୍କଣ୍ଡେୟ ପୁରାଣ’ ଅନୁସାରେ ରାଜା ସୁରଥ ପ୍ରଥମେ ଉତ୍କଳରେ ଦୁର୍ଗାପୂଜା ଆରମ୍ଭ କରିଥିଲେ । ରାଜା ସୁରଥ ହେଉଛନ୍ତି ଚେଦିବଂଶର ମହାମେଘବାହନ ଐରଖାରବେଳଙ୍କ ବଂଶଧର । ଖାରବେଳ ଏହି ପୁରାଣ ପ୍ରସିଦ୍ଧ ସୁରଥ ରାଜାଙ୍କର ପଞ୍ଚମ ସୋପାନ ବା ପଞ୍ଚମ ବଂଶାନୁକ୍ରମେ ସମୁଚୀନ ମନେହୁଏ । ଖାରବେଳଙ୍କ ପୂର୍ବଜ ସୁରଥ ହେଉଛନ୍ତି…

ଅଧିକ ପଢ଼ନ୍ତୁ
Participate in Gandhi Jayanti Quiz 2022 in Odia by Shubhapallaba

ଗାନ୍ଧୀ ଜୟନ୍ତୀ କୁଇଜ୍ ୨୦୨୨

Loading… ଶୁଭପଲ୍ଲବଶୁଭପଲ୍ଲବ ଓଡ଼ିଆ ଇ-ପତ୍ରିକା (Shubhapallaba Online Odia Magazine) ଏକ ଅନ୍‌ଲାଇନ୍ ଓଡ଼ିଆ ଇ-ପତ୍ରିକା । ଏହି ପତ୍ରିକାଟି ୨୦୧୮ ମସିହାର ଜାନୁଆରୀ ମାସ ୧ ତାରିଖ ନୂଆବର୍ଷଠାରୁ ପ୍ରକାଶ ପାଇ ଆସୁଛି । ଓଡ଼ିଆ ପାଠକପାଠିକାମାନଙ୍କ ପାଇଁ ବିଭିନ୍ନ ପ୍ରକାରର ଗପ, କବିତା, ପ୍ରବନ୍ଧ, ରମ୍ୟ ରଚନା, ଭ୍ରମଣ କାହାଣୀ, କ୍ଷୁଦ୍ର ଗଳ୍ପ, ଗୁଲି ଗପ ଆଦିକୁ ନେଇ ପ୍ରତ୍ୟେକ ତିନି ମାସରେ ଥରେ ଏହା ପ୍ରକାଶ ପାଇ ଆସୁଛି । ଏହି ପତ୍ରିକାଟି ୨୦୨୦ ନବବର୍ଷରୁ ମାସିକିଆ…

ଅଧିକ ପଢ଼ନ୍ତୁ
Download Now 42nd Edition of Shubhapallaba

୪୨ଶ ସଂସ୍କରଣ

୨୦୨୨ ମସିହାର ସେପ୍ଟେମ୍ବର ମାସରେ ପହିଲାରେ ଶୁଭପଲ୍ଲବର ୪୨ଶ ସଂସ୍କରଣ ପ୍ରକାଶ ପାଇଥିଲା । ୩୦ ପୃଷ୍ଠା ବିଶିଷ୍ଟ ଏହି ପତ୍ରିକାଟିରେ ୧୬ ଗୋଟି ଆଲେଖ ଥିଲା ।

ଅଧିକ ପଢ଼ନ୍ତୁ
Download Now 41st Edition of Shubhapallaba

୪୧ଶ ସଂସ୍କରଣ

୨୦୨୨ ମସିହାର ଅଗଷ୍ଟ ମାସର ସ୍ୱାଧୀନତା ଦିବସରେ ଶୁଭପଲ୍ଲବର ୪୧ଶ ସଂସ୍କରଣ ପ୍ରକାଶ ପାଇଥିଲା । ୨୮ ପୃଷ୍ଠା ବିଶିଷ୍ଟ ଏହି ପତ୍ରିକାଟିରେ ୧୧ ଗୋଟି ଆଲେଖ ଥିଲା  ।

ଅଧିକ ପଢ଼ନ୍ତୁ