ମନେପଡ଼ନ୍ତି: ‘ଜ୍ଞାନମଣ୍ତଳ’ ପ୍ରଣେତା ବିନୋଦ କାନୁନ୍ଗୋ
ଜ୍ଞାନକୋଷ ବା ଏନ୍ସାଇକ୍ଲୋପିଡ଼ିଆ ବିନା କୌଣସି ଭାଷା ଶତ ପ୍ରତିଶତ ସମୃଦ୍ଧ ବୋଲି କୁହାଯାଇପାରିବନାହିଁ । ଜ୍ଞାନକୋଷ ରଚନା ଏତେ ସହଜ କଥା ନୁହେଁ । ଏଥିପାଇଁ ଲୋଡ଼ା ମିଳିତ ଉଦ୍ୟମ ସାଙ୍ଗକୁ ଆର୍ଥିକ ସହାୟତା ଓ ମାନସିକ ପ୍ରୋତ୍ସାହନ । ଆଉ ଏସବୁର ଅଭାବ ସତ୍ତ୍ୱେ ଏ ଭଳି ଜଣେ ଓଡ଼ିଆ ଥିଲେ, ଯିଏ ସମ୍ପୂର୍ଣ୍ଣ ଭାବେ ବ୍ୟକ୍ତିଗତ ପ୍ରଚେଷ୍ଟାରେ ସୃଷ୍ଟି କରିପାରିଥିଲେ, ଆମ ଭାଷାର ଅଦ୍ୟାବଧି ସବୁଠାରୁ ଉନ୍ନତ ଜ୍ଞାନକୋଷ । ସେ ହେଉଛନ୍ତି…