ସ୍ଥିତପ୍ରଜ୍ଞା ମହାରଣା

ସ୍ଥିତପ୍ରଜ୍ଞା ମହାରଣା ଓଡ଼ିଆ ଭାଷାରେ ବିଭିନ୍ନ ପ୍ରକାରର ଗପ ଓ କବିତା ଆଦି ରଚନା କରନ୍ତି । ତାଙ୍କ ରଚିତ ଗପ ଓ କବିତାଗୁଡ଼ିକ ବିଭିନ୍ନ ପତ୍ରପତ୍ରିକାରେ ସ୍ଥାନ ପାଇ ପାଠକୀୟ ଆଦୃତି ଲାଭ କରିଛି ।

ଗୁଡ଼ି

ଗୁଡ଼ି

ଚଇତିର ଉଦୁଉଦିଆ ମଧ୍ୟାହ୍ନ । ଛୋଟ ପିଲାମାନଙ୍କ ଗୁଡ଼ି ଉଡ଼ା ଆନନ୍ଦ; ନା ଖରା ନା ତରା, କିଛି ମାନେନି ସେ ଅମାନିଆ ବୟସ ! ହଷ୍ଟେଲ ଝରକାରୁ ମୁଁ ସବୁଦିନ ଏଇ ପିଲାମାନଙ୍କ ଗୁଡ଼ି ଉଡ଼ାଇବା କୌଶଳକୁ ନେଇ ତର୍ଜମା କରିଥାଏ । କେମିତି ଗୁଡ଼ି ଉଠିଲା, କେମିତି କାନି ଖାଇ ଖସିଲା ଓ କେମିତି ଗୁଡ଼ିକୁ ଗୁଡ଼ି କାଟିଦେଲା ଇତ୍ୟାଦି ଇତ୍ୟାଦି.. । ଆଜି କିନ୍ତୁ ନୀଳ ଆକାଶକୁ ଚାହିଁ ଅନାବନା ଭାବନାରେ ମଜ୍ଜି…

ଅଧିକ ପଢ଼ନ୍ତୁ