ସୁନୀତା କର

ସୁନୀତା କର ଓଡ଼ିଆ ଭାଷାରେ ବିଭିନ୍ନ ପ୍ରକାରର ଗପ ଓ କବିତା ଆଦି ରଚନା କରନ୍ତି । ତାଙ୍କ ରଚିତ ଗପ ଓ କବିତାଗୁଡ଼ିକ ବିଭିନ୍ନ ପତ୍ରପତ୍ରିକାରେ ସ୍ଥାନ ପାଇ ପାଠକୀୟ ଆଦୃତି ଲାଭ କରିଛି ।

Dura Pahada

ଦୂର ପାହାଡ଼

ଡାଇନିଂ ଟେବୁଲ୍ ପାଖରେ ବିରାଜୁଥିବା ଅସ୍ୱସ୍ତିକର ନିରବତାକୁ ଭଙ୍ଗ କରି ରମେଶବାବୁ ପଚାରିଲେ ଝିଅକୁ, “ମାରେ ସ୍ୱିଟି, କହିଲୁ ଆଜିର ଭାତଟା କୋଉ ଚାଉଳର?” “ହ୍ୱାଟ୍…? କୋଉ ଚାଉଳ??” ବିସ୍ମୟ ଭରା ଦୃଷ୍ଟିରେ ଚାହିଁଲା ଡାଡି ଓ ପାଖରେ ବସି ଖାଉଥିବା ପରିବାରର ଅନ୍ୟ ସଦସ୍ୟ ମାନଙ୍କୁ । ଡାଡ଼ିଙ୍କ ପ୍ରଶ୍ନଟିକୁ ସେ ଠିକ୍‌ରେ ବୋଧହୁଏ ବୁଝିପାରିଲନି । “ଚାଉଳ ତ ଚାଉଳ, ତା’ର ପୁଣି କ୍ୟାଟେଗୋରି କ’ଣ? ଅଲଗା ଅଲଗା ନାଁ ଅଛି କି? ହଁ……

ଅଧିକ ପଢ଼ନ୍ତୁ