ସୁଶ୍ରୀ ନାୟକ

ସୁଶ୍ରୀ ନାୟକ ପେଶାରେ ଜଣେ ବିଜିନେସ୍ ଆନାଲିଷ୍ଟ । ସେ ଓଡ଼ିଆ ଭାଷାରେ ବିଭିନ୍ନ ପ୍ରକାରର ଗପ ରଚନା କରିଥାନ୍ତି । ତାଙ୍କ ରଚିତ କିଛି ଗଳ୍ପ ବିଭିନ୍ନ ପତ୍ରପତ୍ରିକାରେ ସ୍ଥାନିତ ହୋଇଛି ।

Ajana Shakti - Odia Story by Sushree Nayak

ଅଜଣା ଶକ୍ତି

ସବୁବେଳେ ଦେଖେ ବାପାଙ୍କୁ, ସେ ନିଜ କାମ ଚୁପଚାପ୍ କରିଦିଅନ୍ତି । ଆଉ ସବୁବେଳେ ଲାଗେ ବାପାଙ୍କୁ ସବୁ ଜଣା ଅଛି । ମୁଁ ଯଦି କେବେ ଡରିଯିବି, ଅସୁବିଧାରେ ପଡ଼ିଯିବି ବାପା ଅଛନ୍ତି । ଘରେ ବି ସମସ୍ତେ ଏମିତି ହିଁ ଭାବନ୍ତି, ଖାଲି ଘରେ କାହିଁକି ସମ୍ପର୍କୀୟ ମାନେ ବି । ଧୀରେ ଧୀରେ ବଡ଼ ହେଲି, ଆଉ ଦିନେ ହଠାତ ଭାବିଲି, ତାଙ୍କୁ କ’ଣ କେବେ ଡର ଲାଗେନି? ଏତେ ସାହସ କେଉଁଠୁ…

ଅଧିକ ପଢ଼ନ୍ତୁ