ସ୍ୱୀଟି ଦାସ

ସ୍ୱୀଟି ଦାସ ଓଡ଼ିଆ ଭାଷାରେ ବିଭିନ୍ନ ପ୍ରକାରର ଗପ ଓ କବିତା ଆଦି ରଚନା କରନ୍ତି । ତାଙ୍କ ରଚିତ ଗପ ଓ କବିତାଗୁଡ଼ିକ ବିଭିନ୍ନ ପତ୍ରପତ୍ରିକାରେ ସ୍ଥାନ ପାଇ ପାଠକୀୟ ଆଦୃତି ଲାଭ କରିଛି ।

Odia Story Aphera Chithi (ଅଫେରା ଚିଠି) by Sweety Das

ଅଫେରା ଚିଠି

ପ୍ରିୟ ଗୌତମ, ତମେ ଭଲ ଆଛ ତ? ଅଶାକରେ ତମେ ସେଠାରେ ଭଲରେ ଥିବ । ଘରେ ବି ସମସ୍ତେ ଭଲରେ ଅଛନ୍ତି କିନ୍ତୁ ବାପାଙ୍କର ଟିକେ ଉଚ୍ଚ ରକ୍ତ ଚାପ ଯୋଗୁଁ ଦେହ ଅସୁସ୍ଥ ଅଛି । ତମେ ଜମା ଚିନ୍ତା କରନି, ମୁଁ ତାଙ୍କୁ ଠିକ ସମୟରେ ମେଡ଼ିସିନ୍ ଦେଇଦେଉଛି । ଆଉ ତମ ଝିଅ ଶ୍ରେୟା ଏବେ ନୂଆ ନୂଆ ସ୍କୁଲ ଯାଉଛି । ସେ ତମକୁ ବହୁତ ମିସ କରୁଛି ।…

ଅଧିକ ପଢ଼ନ୍ତୁ