ମୃତ୍ୟୁର ସ୍ୱର
ସୁଖ ଦୁଃଖ ମଣିଷ ଜୀବନର ଦୁଇଟି ମୁଖ୍ୟ ଅତିଥି । ଜୀବନର ଆରମ୍ଭ ଜନ୍ମ ଏବଂ ଶେଷ ହେଉଛି ମୃତ୍ୟୁ । କଥାଟି ଶୁଣିବା ପାଇଁ ଭୟଙ୍କର ଲାଗିପାରେ ସତ କିନ୍ତୁ ଏହା ହିଁ ହେଉଛି ଜୀବନର ଏକ ନିରାଟ ସତ୍ୟ ଯାହା ସଭିଙ୍କୁ ଭଲଭାବେ ଜଣା । ଦୂର ଅନ୍ଧକାର ରାତି, ଜହ୍ନର କେଉଁଠି ଝଲକ ଟିକେବି ନାହିଁ, ଭୟଙ୍କର ପ୍ରାକୃତିକ ଦୃଶ୍ୟ ଏମିତି ମୃତ୍ୟୁ ଆସେନା ଏହାକୁ କେବଳ କଳ୍ପନା କରାଯାଏ । ସତକଥା…