ସଂଗ୍ରାମ କେଶରୀ ସେନାପତିଙ୍କ ଇଂରାଜୀ ଉପନ୍ୟାସ ‘ଦି ଇଅର୍ ସି ଡିସାପିଅର୍ଡ୍’ ଉନ୍ମୋଚିତ
ବାଲେଶ୍ୱର (୫ ଅପ୍ରେଲ ୨୦୨୬): ଆଜି ବାଲେଶ୍ୱର ଆଜିମାବାଦ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସଂଗ୍ରାମ କେଶରୀ ସେନାପତିଙ୍କ ଇଂରାଜୀ ଉପନ୍ୟାସ ‘ଦି ଇଅର୍ ସି ଡିସାପିଅର୍ଡ୍’ ଉନ୍ମୋଚିତ ହୋଇଯାଇଛି । ମିଶନ୍ ସକ୍ସେସ୍ଠାରେ ଆୟୋଜିତ ଅଭିଳାଷା ଓପନ୍ ମାଇକ୍ କାର୍ଯ୍ୟକ୍ରମରେ ଅତିଥି ଭାବରେ ଯୋଗ ଦେଇଥିଲେ କବୀ ଅଭିଲିପ୍ସା ପାଢ଼ୀ, ଉତ୍କଳିକା ରାଉତ ଓ ଏପି ଶୁଭକାନ୍ତ ସାମଲ । କଲେଜ ସମୟର ପ୍ରେମ କାହାଣୀ ଆଧାରରେ ଏହି ଉପନ୍ୟାସଟି ଶୁଭପଲ୍ଲବ ପବ୍ଲିକେଶନ୍ ଦ୍ୱାରା ପ୍ରକାଶିତ…

