20th Edition of Shubhapallaba Online Odia Magazine Released featuring Padmini Rout

ପଦ୍ମିନୀ ରାଉତଙ୍କ ଆଳାପ ସହ ଶୁଭପଲ୍ଲବର ୨୧ଶ ସଂସ୍କରଣ ଉନ୍ମୋଚିତ

ଓଡ଼ିଆ ଇ-ପତ୍ରିକା ଶୁଭପଲ୍ଲବର ୨୧ଶ ସଂସ୍କରଣ ଗତ ଡିସେମ୍ବର ୧ ତାରିଖରେ ଉନ୍ମୋଚିତ ହୋଇଯାଇଛି । ଆସନ୍ତା ନୂଆବର୍ଷରେ ତିନିବର୍ଷ ପୂରଣ କରିବାକୁ ଯାଉଥିବା ଶୁଭପଲ୍ଲବର ଏହି ସଂସ୍କରଣରେ ସ୍ଥାନ ପାଇଛି ଆନ୍ତର୍ଜାତୀୟ ଚେସ୍ ଖେଳାଳୀ ପଦ୍ମିନୀ ରାଉତଙ୍କ ସ୍ୱତନ୍ତ୍ର ସାକ୍ଷାତକାର, ଯେଉଁଥିରେ ସେ ତାଙ୍କର ପ୍ରାରମ୍ଭିକ ଜୀବନର ଅନୁଭୂତିରୁ ଆରମ୍ଭ କରି ପ୍ରଥମ ମ୍ୟାଚ୍, ପସନ୍ଦର ନାପସନ୍ଦ ବିଷୟରେ ଜଣାଇଛନ୍ତି କିଛି କଥା । ୨୩ ଗୋଟି ଆଲେଖ୍ୟକୁ ନେଇ ପ୍ରକାଶ ପାଇଥିବା ଏହି ସଂସ୍କରଣଟିର…

ଅଧିକ ପଢ଼ନ୍ତୁ
Shubhodaya launches 2nd edition on Diwali

ଦୀପାବଳିର ସନ୍ଧ୍ୟାରେ ଶୁଭୋଦୟର ୨ୟ ସଂସ୍କରଣ ଉନ୍ମୋଚିତ

ଭଦ୍ରକ (୧୬ ନଭେମ୍ବର ୨୦୨୦): ଦୀପାବଳି ଅବସରରେ ଓଡ଼ିଆ ଇ-ପତ୍ରିକା ଶୁଭୋଦୟର ୨ୟ ସଂସ୍କରଣ ଉନ୍ମୋଚିତ ହୋଇଯାଇଛି । ଶୁଭପଲ୍ଲବ ପ୍ରକାଶନୀ ଦ୍ୱାରା ପ୍ରକାଶ ପାଉଥିବା ଏହି ମାସିକ ଇ-ପତ୍ରିକାଟିର ୨ୟ ସଂସ୍କରଣରେ ସମୁଦାୟ ୧୪ଟି ବଛାବଛା ଗପ, କବିତା ଆଦି ପ୍ରକାଶ ପାଇଛି । ଏହି ସଂସ୍କରଣଟିର କଭର୍ ଫଟୋରେ ଦୀପାବଳି ଥିମ୍‌କୁ ନେଇ ଏକ ଚାନ୍ଦିନୀ ରଣାଙ୍କ ଏକ ଫଟୋ ସ୍ଥାନିତ କରାଯାଇଛି । ପତ୍ରିକାଟିର ସମ୍ପାଦନା କାର୍ଯ୍ୟ ତୁଲାଇଛନ୍ତି ଶୁଭପଲ୍ଲବ ପ୍ରତିଷ୍ଠାତା ସଂଗ୍ରାମ…

ଅଧିକ ପଢ଼ନ୍ତୁ
20th Edition of Shubhapallaba Online Odia Magazine Released News

ଓଡ଼ିଆ ଇ-ପତ୍ରିକା ଶୁଭପଲ୍ଲବର ୨୦ଶ ସଂସ୍କରଣ ଉନ୍ମୋଚିତ

ଭଦ୍ରକ (୨ ନଭେମ୍ବର ୨୦୨୦): ଓଡ଼ିଆ ଇ-ପତ୍ରିକା ଶୁଭପଲ୍ଲବର ୨୦ଶ ସଂସ୍କରଣ ଗତ ନଭେମ୍ବର ୧ ସନ୍ଧ୍ୟାରେ ଉନ୍ମୋଚିତ ହୋଇଯାଇଛି । ସମୁଦାୟ ୨୫ ଗୋଟି ବଛା ବଛା ଓଡ଼ିଆ ଗପ, କବିତା, ରୋଷେଇ ଟିପ୍ସ, ସାକ୍ଷାତକାର ଆଦିକୁ ନେଇ ପ୍ରସ୍ତୁତ ହୋଇଥିବା ଏହି ସଂସ୍କରଣଟିର ସମ୍ପାଦନା କରିଛନ୍ତି ଉଭୟ ତାପସ ରଞ୍ଜନ ଓ ସଂଗ୍ରାମ କେଶରୀ ସେନାପତି । ସୁଦୂର ହାଇଦ୍ରାବାଦରେ ରହୁଥିବା ଓଡ଼ିଆ ଗ୍ରାଫିକ୍ସ୍ ଡିଜାଇନର୍ ସମ୍ବିତ ଦାସ ଏହି ପତ୍ରିକାଟିର ଅଳଂକରଣ କାର୍ଯ୍ୟ…

ଅଧିକ ପଢ଼ନ୍ତୁ
New Odia e-Magazine Shubhodaya published Under Shubhapallaba Publication

ଦୁର୍ଗାପୂଜା ଅବସରରେ ନୂଆ ଇ-ପତ୍ରିକା ଶୁଭୋଦୟ ଉନ୍ମୋଚିତ

୨୪ ଅକ୍ଟୋବର ୨୦୨୦: ଦୁର୍ଗାପୂଜାର ମହାଷ୍ଟମୀ ଅବସରରେ ଶୁଭପଲ୍ଲବ ପ୍ରକାଶନିର ଏକ ନୂଆ ଇ-ପତ୍ରିକା ଶୁଭୋଦୟ ଉନ୍ମୋଚିତ ହୋଇଯାଇଛି । ସୁନାମଧନ୍ୟ ଓଡ଼ିଆ ଚିତ୍ରଶିଳ୍ପୀ ବିଜୟ ବିଶ୍ୱାଳ ଏହି ସଂସ୍କରଣଟିର ପ୍ରଚ୍ଛଦପଟ ଆଙ୍କିଥିବା ବେଳେ ପତ୍ରିକାଟିର ସମ୍ପାଦନା କରିଛନ୍ତି ସଂଗ୍ରାମ କେଶରୀ ସେନାପତି । ଦୁର୍ଗାପୂଜା ଥିମ୍‌ରେ ପ୍ରସ୍ତୁତ ଏହି ପତ୍ରିକାଟିରେ ସମୁଦାୟ ୨୨ ଗୋଟିଏ ବଛା ବଛା ଓଡ଼ିଆ ଲେଖା ପ୍ରକାଶ ପାଇଛି, ଯେଉଁଥିରେ ମାଆ ଦୁର୍ଗାଙ୍କ ଉପରେ ଗପ, କବିତା, ସ୍ତୁତି ଆଦି ସ୍ଥାନ…

ଅଧିକ ପଢ଼ନ୍ତୁ
CMO Acknowledges Shubhapallaba

ଶୁଭପଲ୍ଲବର ଉଦ୍ୟମକୁ ମୁଖ୍ୟମନ୍ତ୍ରୀଙ୍କ ଅଫିସ୍ ତରଫରୁ ପ୍ରଶଂସା

ଶୁଭପଲ୍ଲବ (୨ ଜୁଲାଇ ୨୦୨୦): ଓଡ଼ିଆ ଇ-ପତ୍ରିକା ଶୁଭପଲ୍ଲବ ରଥଯାତ୍ରା ସଂସ୍କରଣରେ ଅନେକଗୁଡ଼ିଏ ଜଗନ୍ନାଥ ଏବଂ ରଥଯାତ୍ରା ସମ୍ବନ୍ଧୀୟ ଫଟୋ ବ୍ୟବହାର କରିଛି, ଯେଉଁଥିରୁ ଅଧିକାଂଶ ଫଟୋ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ମୁଖ୍ୟମନ୍ତ୍ରୀଙ୍କ ଟୁଇଟର ହ୍ୟାଣ୍ଡେଲ୍‌ରୁ ନିଆଯାଇଥିଲା । କାରଣ, ଏହି ଦୁଇଟି ହ୍ୟାଣ୍ଡେଲ୍ ସମେତ କିଛି ସରକାରୀ ହ୍ୟାଣ୍ଡେଲ୍ କପିରାଇଟ୍ ଆକ୍ଟ ବାହାରେ ରହିଛି, ଯାହା ଫଳରେ ଏହାକୁ ସାଧାରଣ ଲୋକେ ବ୍ୟବହାର କରିପାରିବେ । ଏହି ବିଷୟରେ ଶୁଭପଲ୍ଲବ ତରଫରୁ ମୁଖ୍ୟମନ୍ତ୍ରୀଙ୍କୁ…

ଅଧିକ ପଢ଼ନ୍ତୁ