Odia Poem Pralobhana Baniku Sabadhan (ପ୍ରଲୋଭନ ବାଣୀକୁ ସାବଧାନ) by Alekh Meher

ପ୍ରଲୋଭନ ବାଣୀକୁ ସାବଧାନ

ଲପନରେ ହସ ମୁଖରେ ଗରଳ ଅନ୍ମେଷିବା କାଠିକର, ପୀୟୁସ ବିଚାରି ଭକ୍ଷଣ କରନ୍ତେ କଳେବର ଛାରଖାର । ନୀଚମନା ସଦା ସ୍ୱାର୍ଥ ସିଦ୍ଧ ପାଇଁ ଧରେ ସୁଦ୍ଧ ଯୋଗୀ ବେଶ, ନିର୍ଜନ ବେଳାରେ ହରି ନିଏ ମାନ ଯେସନେ ଲଙ୍କା ନରେଶ । ସୁଯୋଗ ଖୋଜଇ ସ୍ୱାର୍ଥର ବାଟୋଇ ପକାଇବ ନେଇ କୂପେ, ଜାଣିବା ବେଳକୁ ବିଯଦ ଘନେଇ ବରଷିବ ଆପେ ଆପେ । ମାନୀ ଦୁଃସାସନ ଦେଉଛନ୍ତି ଜ୍ଞାନ ଶକୁନି ସଙ୍ଗତେ ମିଳି, ସୁରା ମଧୁମୟ…

ଅଧିକ ପଢ଼ନ୍ତୁ
Odia Poem Debabrata (ଦେବବ୍ରତ) by Smruti Ranjan Barik

ଦେବବ୍ରତ

ଗୁଞ୍ଜେ ଚଉଦିଗ, ଧରାପୃଷ୍ଠ ସରଗ, ମହୀତଳ ସୁଭାଷିତ ଦେବବ୍ରତ ଜନମ । ସାତଭ୍ରାତା ଅନ୍ତେ ସ୍ପର୍ଶ ଭୂମିକୋରତ, ଗଙ୍ଗାକୋଳ ପୂର୍ଣ୍ଣକରେ ବୀର ଦେବବରତ । ସାତପୁତ୍ର ଦାନକରେ ଗଙ୍ଗା ନିଜ ଗରଭେ, ଶାନ୍ତନୁର ନିବେଦନେ ରଖେ ତାକୁ ଶରଧେ । ଅଭିଶପ୍ତ ଜୀବନ ଏ ଗଙ୍ଗାମାତା ଜାଣଇ, ଦେବବ୍ରତ ସାଥେ ଧରି…ସରଗ ସେ ଫେରଇ । ବାଲ୍ୟକାଳୁ ଗଙ୍ଗାପୁତ୍ର ଦେଖାଏ ତା’ ବୀରତ୍ୱ, ଗୁରୁପାଶେ ଆଚରଇ ଧର୍ମ ତା’ର ଶିଷ୍ୟତ୍ୱ । ଶ୍ରେଷ୍ଠଜ୍ଞାନ ଆହରଇ ଶ୍ରେଷ୍ଠ ଶିଷ୍ୟ…

ଅଧିକ ପଢ଼ନ୍ତୁ
Odia Poem Sishirara Chhuan Tu (ଶିଶିରର ଛୁଆଁ ତୁ) by Manas Ranjan Dash

ଶିଶିରର ଛୁଆଁ ତୁ

ଭୋର୍ ଶିଶିରର ଛୁଆଁ ତୁ ଅସ୍ତରାଗର ରଙ୍ଗ ତୋ’ ଢଙ୍ଗରେ ଢଳିଛି ମୋ ଜିଇଁବାର ଢଙ୍ଗ ତୁ ପାଖେ ଥା’ କି ନ ଥା’ ସାଥେ ଅଛୁ ମୋ’ରି ଯୋଜନ ଯୋଜନ ବାଟ ନିମିଷକେ ପାରି- -କରି ଆସେ ତୋ’ର ସ୍ମୃତି ଆସି ଛୁଏଁ ମୋର ଅଙ୍ଗ ଭୋର୍ ଶିଶିରର ଛୁଆଁ ତୁ ଅସ୍ତରାଗର ରଙ୍ଗ !!! – ମାନସ ରଞ୍ଜନ ଦାଶ ମାନସ ରଞ୍ଜନ ଦାଶମାନସ ରଞ୍ଜନ ଦାଶ ପେଶାରେ ଜଣେ ସଫ୍ଟୱେର୍ ଇଞ୍ଜିନିୟର୍ ଏବଂ…

ଅଧିକ ପଢ଼ନ୍ତୁ
Odia Poem Samaya (ସମୟ) by Prasanti Mohapatra

ସମୟ

ଅପରିଚିତରୁ ପରିଚିତ ହେଲେ ପରିଚିତରୁ ନିଜର, ତେବେ ପୁଣି କାଇଁ ଏତେ ବ୍ୟବଧାନ କାଇଁ ଲାଗ ପର ପର? ଅଚିହ୍ନାରୁ ଚିହ୍ନା ହେଲେ ଯେବେ ଆମେ ଅନେକ ଅବୁଝା ଥିଲା, ଧୀରେ ଧୀରେ କରି ବୁଝୁ ବୁଝୁ କାଇଁ ବିଶ୍ୱାସ ଦୋହଲି ଗଲା? ସବୁ କଥା ସେବେ ଭଲ ଲାଗୁଥିଲା ଭଲ ଥିଲା ସେ ସମୟ, ପ୍ରିୟ ସମୟର ପ୍ରିୟ ସ୍ମୃତି ସବୁ ହୃଦୟରେ ଭରେ କୋହ !! – ପ୍ରଶାନ୍ତି ମହାପାତ୍ର ପ୍ରଶାନ୍ତି ମହାପାତ୍ରପ୍ରଶାନ୍ତି ମହାପାତ୍ର…

ଅଧିକ ପଢ଼ନ୍ତୁ
Odia Poem Samparka (ସମ୍ପର୍କ) by Himanshu Bhusan Sahoo

ସମ୍ପର୍କ

କିଛି ଲୋକ ସମ୍ପର୍କକୁ ଖୁବ୍ ସହଜରେ କାଟି ଦେଉଛନ୍ତି ସମ୍ପର୍କ ଆରମ୍ଭ ବେଳେ ଖୁସି-ଉତ୍ସାହ ଆଉ ସମ୍ପର୍କ ଭାଙ୍ଗିବା ବେଳେ ଦୁଃଖ-ବିରହ ଆଉ ଏହା ମଧ୍ୟରେ ଅନେକ କାହାଣୀ ଅନେକ ଭାବନା ଅନେକ ମାନ ଅଭିମାନ ସ୍ମୃତି ସବୁକୁ ମାରି ଦେଉଛନ୍ତି ! ହିସାବ କରିପାରିବ କି କେତେ ସମ୍ପର୍କ ଭାଙ୍ଗି ସେମାନେ ନିଜକୁ ସଜାଡ଼ିଛନ୍ତି? – ହିମାଂଶ ଭୂଷଣ ସାହୁ ହିମାଂଶୁ ଭୂଷଣ ସାହୁହିମାଂଶୁ ଭୂଷଣ ସାହୁ ଓଡ଼ିଆ ଭାଷାରେ ବିଭିନ୍ନ ପ୍ରକାରର ଗପ ଓ…

ଅଧିକ ପଢ଼ନ୍ତୁ