ତୁମ କଥା ଲେଖିବାକୁ
ତୁମ କଥା ଲେଖିବାକୁ ଏ କଲମର କାଳୀ ଇନ୍ଦ୍ରଧନୁର ବର୍ଣ୍ଣାଳୀ ଅଯୋଗ୍ୟ ବର୍ଣ୍ଣ ଦେବାକୁ ତୁମ କଥା ଲେଖିବାକୁ । ପୃଷ୍ଠ ଦେଶେ ସୁଷୁମ୍ନାକ ବାମ ପାଖରୁ ମସ୍ତିଷ୍କ ଆନ୍ଦୋଳିତ ଭାବିବାକୁ ତୁମ କଥା ଲେଖିବାକୁ । ବନ ମଧ୍ୟେ ଲାଜକୁଳୀ ଶରୀରରେ ସ୍ନାୟୁ ପୁଣି ଅଥୟ ସମ୍ୱେଦନା ଦେବାକୁ ତୁମ କଥା ଲେଖିବାକୁ । – ଚିତ୍ତରଞ୍ଜନ ବାରିକ ଚିତ୍ତରଂଜନ ବାରିକଚିତ୍ତରଂଜନ ବାରିକ ଓଡ଼ିଆ ଭାଷାରେ ବିଭିନ୍ନ ପ୍ରକାରର ଗପ ଓ କବିତା ଆଦି ରଚନା କରନ୍ତି । ତାଙ୍କ ରଚିତ…

