କଏଦୀ
ଜେଲର୍କୁ କହିଲା କଏଦୀ କାହିଁକି ଚାଲୁନି ମୋ ଏ.ସି କାହିଁ ମୋ ମିନେରାଲ ୱାଟର? କାହିଁ…କାହିଁ ମୋ ଚିକେନ୍ ରୋଷ୍ଟ୍..? କେତେଥର କହିବି ମୁଁ ତୋତେ ମନ୍ତ୍ରୀ ତ ମୁଁ ହେବି ଦିନେ… ଆଉ ସେତେବେଳେ ଚିହ୍ନିବୁ ତୁ ମୋତେ ॥ – ବିନୟ କୁମାର ଦାସ ବିନୟ କୁମାର ଦାସବିନୟ କୁମାର ଦାସ ଓଡ଼ିଆ ଭାଷାରେ ବିଭିନ୍ନ ପ୍ରକାରର ଗପ, କବିତା ଆଦି ରଚନା କରିବା ସହ ଅନ୍ୟାନ୍ୟ ଭାଷାର ରଚନାରୁ ଅନୁବାଦ କରିଥାନ୍ତି ।

