Odia Story Mun Au Mo Prema (ମୁଁ ଆଉ ମୋ ପ୍ରେମ) by Rajesh Kumar Barik

ମୁଁ ଆଉ ମୋ ପ୍ରେମ

ନୂଆ ନୂଆ କଲେଜ୍ ଯିବା ଯେଉଁ ଖୁସି ତାହା କେଉଁ ପାର୍କ କି ହୋଟେଲ୍‌ରେ ମିଳେନା । ନୂଆ ସାଙ୍ଗ ଖୁଲମ୍‌ଖୁଲା ମସ୍ତି ତାହା ପୁଣି ଟିଚର କି ଘର ଲୋକଙ୍କ ଟେନସନ୍ ବିନା । ସତେ ଯେମିତି ମଣିଷ ଆଜାଦି ପାଇଗଲା । କିଛି ଦିନ ତ ବେସ୍ ଭଲ ଲାଗିଲା । ପରେ ଯେସାକୁ ତେସା ହୋଇଗଲା । କହିବାକୁ ଗଲେ ଅନର୍ସ ମିଳିବା ପରେ ସମସ୍ତେ ଯେମିତି ପର ହୋଇ ଯାଇଥିଲେ । ନିଜ ନିଜ ଅନର୍ସରେ ପଢ଼ାପଢ଼ି, କ୍ଲାସ ଓ…

ଅଧିକ ପଢ଼ନ୍ତୁ
Odia Story Nua Barsara Kishalaya (ନୂଆ ବର୍ଷର କିଶଳୟ) by Sarmistha Sahoo on New Year

ନୂଆ ବର୍ଷର କିଶଳୟ

କହୁ କହୁ ପୁଣି ଗୋଟିଏ ବର୍ଷ ବିତି ଯାଇଛି ଏହା ଭିତରେ । ବହୁତ କିଛି ବଦଳିବି ଯାଇଛି । ମୀରା ଏହା ଭିତରେ ହଜେଇ ଦେଇଛି ନିଜକୁ ନିଜର ସ୍ୱାମୀ ଓ ସୁନ୍ଦର ପିଲା ଦୁଇଟିର ମୋହମାୟା ଭରା ସଂସାର ଭିତରେ । ବାହାର ଦୁନିଆ ଖବର ଜାଣିବା, ଶୁଣିବା, ପଞ୍ଚାୟିତି କରିବା ଏ ସବୁଠାରୁ ବର୍ଷ ସାରା ନିଜକୁ ସବୁବେଳେ ଦୂରରେ ରଖିଛି । କାମବାଲୀ ଆସି କାମ ସହିତ ଆରମ୍ଭ କରି ଦେଉଚି ତା’ ଗପ ପସରା, “ଆଜି…

ଅଧିକ ପଢ଼ନ୍ତୁ
Odia Story Golap Phula (ଗୋଲାପ ଫୁଲ) by Soumashree Tripathy

ଗୋଲାପ ଫୁଲ

ଗୋଟେ ସପ୍ତାହେ ହେବ ସ୍ମିତାର ମନ ବହୁତ ଖୁସି । ହବନି ବି କ’ଣ ପାଇଁ ଯେ, ଆସନ୍ତା ରବିବାର ଦିନ ସ୍କୁଲର ଆଲୁମିନି ମିଟ୍ । ସବୁ ସାଙ୍ଗମାନଙ୍କ ବରାଦ, ଏଇଥର ସମସ୍ତେ ଯିଏ ଯୋଉଠି ଥାଉ ନା କାହିଁକି ସମୟ ବାହାରକରି ସମସ୍ତଙ୍କୁ ନିହାତି ଯିବାକୁ ପଡ଼ିବ, ପ୍ରତ୍ୟେକଥର ହାତଗଣତି ପିଲା ଯାଆନ୍ତି; ଆଉସବୁ କିଛି ନା କିଛି ବାହାନା କରି ଯାଆନ୍ତିନି । ହେଲେ ଏଥର ସମସ୍ତେ ଯିବାକୁ ବାଧ୍ୟ । ସାଙ୍ଗସାଥି ହେଲେ ସ୍ମିତାର ଜୀବନ, କିନ୍ତୁ…

ଅଧିକ ପଢ଼ନ୍ତୁ
Odia Story Anubhav (ଅନୁଭବ) by Purnima Lenka

ଅନୁଭବ

ବିଜୁଳିର ତୀକ୍ଷ୍ଣ ଶବ୍ଦ କାନକୁ ସ୍ପର୍ଶ କଲା ପରେ ଛାତିର ସ୍ପନ୍ଦନଟି ବଢ଼ି ଗଲା ତା’ର ପର ମୁହୂର୍ତ୍ତରେ ହଠାତ ମୋ’ ନିଦଟା ଭାଙ୍ଗିଗଲା । କିଛିକ୍ଷଣ ପାଇଁ କିଛି ବୁଝି ପାରିଲିନି, ଚିନ୍ତା କରିବାର କ୍ଷମତା ହରେଇ କିଛି ସମୟ ବିଛଣାରେ ପଡ଼ି ରହିଲି, କିଛି ସମୟ ନୀରବତା ପରେ ନିଜକୁ ଚେତନାରେ ଆଣି ଝରକା ପାଖକୁ ଯାଇ ଦେଖେ ତ ପ୍ରବଳରୁ ଅତି ପ୍ରବଳ ବର୍ଷା । ପଛକୁ ବୁଲି କାନ୍ଥ ଘଣ୍ଟାରେ ଦୃଷ୍ଟି ନିକ୍ଷପ କରୁ…

ଅଧିକ ପଢ଼ନ୍ତୁ
Odia Story Chhadapatra (ଛାଡ଼ପତ୍ର) by Bijay Kumar Ghadei

ଛାଡ଼ପତ୍ର

ଦୀର୍ଘ ପାଞ୍ଚ ବର୍ଷ ପରେ ସ୍ମିତା ଓ ରାହୁଲ୍ ମଧ୍ୟରେ ଥିବା ବିବାଦର ଆଜି ପୂର୍ଣ୍ଣଛେଦ ପଡ଼ିବାକୁ ଯାଉଛି । ସ୍ମିତା ରାହୁଲ୍‌ଙ୍କ ଠାରୁ ବିବାହ ସମୟରେ ବାପଘରୁ ପାଇଥିବା ସମସ୍ତ ଜିନିଷ ପତ୍ର ଫେରିପାଇବା ସହ ରାହୁଲ୍‌ଙ୍କ ଠାରୁ ଛାଡ଼ପତ୍ର ପାଇଁ ମାନ୍ୟବର କୋର୍ଟଙ୍କୁ ଆବେଦନ କରିଥିଲେ । ରାହୁଲ ଏ ପାଞ୍ଚ ବର୍ଷ କାଳ ନ୍ୟାୟ ପାଇଁ ନୁହଁ କେବଳ ସ୍ମିତାର ମାନସିକତାକୁ ବଦଳାଇବା ପାଇଁ କେସ୍ ଲଢ଼ୁ ଥିଲା । ଯାହାର ଫଳ ଆଜି ମିଳିବାର ଅଛି ।…

ଅଧିକ ପଢ଼ନ୍ତୁ