ପ୍ରଜ୍ଞାନ ପୁରୁଷ ପଦ୍ମଭୂଷଣ ମନୋଜ ଦାସ
ପଦ୍ମଭୂଷଣ ମନୋଜ ଦାସ ଓଡ଼ିଆ ଏବଂ ଇଂରାଜୀ ଭାଷାର ଜଣେ ଗାଳ୍ପିକ ତଥା ଔପନ୍ୟାସିକ ଥିଲେ । ଏତଦ ବ୍ୟତୀତ ସେ ଭ୍ରମଣ କାହାଣୀ, ଶିଶୁ ସାହିତ୍ୟ, କବିତା, ପ୍ରବନ୍ଧ ଆଦି ସାହିତ୍ୟର ବିଭିନ୍ନ ବିଭାଗରେ ନିଜର ଲେଖନୀ ଚାଳନା କରିଥିଲେ । ପାଞ୍ଚଟି ବିଶ୍ୱବିଦ୍ୟାଳୟରୁ ସେ ସମ୍ମାନଜନକ ଡକ୍ଟରେଟ୍ ଉପାଧି ଲାଭ କରିବା ସହିତ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ପୁରସ୍କାର ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, ସରସ୍ୱତୀ ସମ୍ମାନ ଏବଂ ଭାରତ ସରକାରଙ୍କଠାରୁ ୨୦୦୧ ମସିହାରେ ପଦ୍ମଶ୍ରୀ…

