ବୟସର ଅପରାହ୍ନ
ଅମୃତମୟ ସୃଷ୍ଟିରେ ଏକ କ୍ଷୁଦ୍ରାତିକ୍ଷୁଦ୍ର ଜୀବ ଭାବେ ଜନ୍ମ ନେଇ ସ୍ରଷ୍ଟାଙ୍କ ସର୍ଜନାର ମୁକସାକ୍ଷୀ ହେବା ନିଜ ଭିତରେ ଏକ ପରିତୃପ୍ତ ଅନୁଭବ । ତା’ ପରେ ପୁଣି ଅପରିକଳ୍ପିତ ବସ୍ତୁବାଦୀ ସୃଜନତା ଓ ସମାନ୍ତରାଳରେ ଜନ୍ମ ଜନ୍ମାନ୍ତର ଧରି ଚେତନାର ଅଭିବୃଦ୍ଧି ଦିଗରେ ସାଧନାରତ ରହିବା, ସାବ୍ୟସ୍ତ କରିଛି ମଣିଷକୁ ସ୍ରଷ୍ଟାଙ୍କର ସ୍ୱତନ୍ତ୍ର ସୃଷ୍ଟି ଭାବରେ । ତର୍ଜମା ମନୁଷ୍ୟ ମସ୍ତିଷ୍କର ଅନ୍ୟ ଏକ ସୃଜନ ଶକ୍ତି, ଯଦ୍ୱାରା ବିବର୍ତ୍ତନଶୀଳ ସଭ୍ୟତାରେ ତ୍ୱରାନ୍ୱିତ ହୋଇପାରିଛି ମାନବୀୟ ଅଭିବୃଦ୍ଧି । ସୀମିତ…

