ଏକ ଜହ୍ନ ରାତି
ସନ୍ଧ୍ୟାର ସମୟ ସରିଯାଇଥାଏ ଓ ରାତି ସେତେବେଳକୁ ଧୀରେଧୀରେ ଆରମ୍ଭ ହେଉଥାଏ । ଝରକା ପାଖରେ ବସି ଦେଖୁଥାଏ ମୁଁ ସେ ଜହ୍ନକୁ । ସବୁଦିନ ପରି ବେଶ ସାଧରଣ ଦିଶୁଥାଏ ସେ ରାତିଟି, ଜହ୍ନର ସେ ଶୀତଳ କିରଣ ଝରକା ଦେଇ ଘରେ ପଡ଼ିବା ସହ ଶାନ୍ତିର ଏକ ବାତାବରଣ ସୃଷ୍ଟି କରୁଥାଏ । କୁନି କୁନି ତାରାମାନେ ଦୂରରେ ଥାଇ କିଛି ନୂଆ କାହାଣୀ ଲେଖୁଥାନ୍ତି ଓ ଖୁସିରେ ଚମକୁ ଥାଆନ୍ତି ମଧ୍ୟ । ସେ ଧୀର ପବନ ଆସ୍ତେ…

