Pherichhi Phaguna Odia Short Story by Prabir Kumar Sahoo

ଫେରିଛି ଫଗୁଣ

ମାସରେ ପାଖାପାଖି କୋଡ଼ିଏ ବାଇଶି ଦିନ ତାଲା ଲାଗି ରହୁଥିବା, ସହର ଶେଷ ମୁଣ୍ଡରେ ଥିବା ଏଇ ଘରଟି କାହିଁକି କେଜାଣି କାହାରି ଆଖିକୁ ଭଲ ଦେଖା ଯାଏନି । କିଏ ଏ ଧୂଳି ଧୂସରିତ ରଙ୍ଗହୀନ ଘରଟିକୁ ପସନ୍ଦ କରେନି ତ’ ଆଉ କେହି ସେ ଘରେ ସାମାଜିକ ଚଳଣିଠାରୁ ଦୂରେଇ ରହୁଥିବା ଲୋକଟିକୁ । ଅନେକ ତ’ ସେ ପରିତ୍ୟକ୍ତ ପ୍ରାୟ ଘରେ ରହୁଥିବା ଲୋକଟିକୁ ଚିହ୍ନିନାହାନ୍ତି । ଏଇ ଘରଟି ଯେମିତି ସମୀର…

ଅଧିକ ପଢ଼ନ୍ତୁ
selfie

ସେଲଫି

ହଠାତ୍ କି ନିଦ ଭାଙ୍ଗିଗଲା ଅନନ୍ଦିତାର । ମୋବାଇଲଟାକୁ ଅନ୍ଧାରରେ ଅନ୍ କରିକି ଦେଖେ ତ’ ଭୋର ୪ଟା ୩୦ ମିନିଟ ହେଇଛି । ଲାଇଟ ଲଗେଇ ଚେୟାରରେ ବସିଲା ଯାଇ ତା’ ନିୟମିତ ଢଙ୍ଗରେ । ଶୁଷ୍କ ଓଠ ସାଙ୍ଗକୁ ଆଖି ଦୁଇଟି ଫୁଲି ଯାଇଥାଏ, ମୁଣ୍ଡର ବାଳ ପୁରା ଅସ୍ତବ୍ୟସ୍ତ । ଘରଟା ପୁରା ଶୂନଶାନ, ତାକୁ ଛାଡ଼ି ଏଇ ଘରେ ଏବେ କେହି ବି ରୁହନ୍ତିନି । ଖଟଟା ଉପରକୁ ଟିକେ ନଜର…

ଅଧିକ ପଢ଼ନ୍ତୁ
Gaon Tutha

ଗାଁ ତୁଠ

କେଉଁକାଳରୁ ଏ ତୁଠଟା ଏମିତି ମୂକସାକ୍ଷୀ ହେଇ ଛିଡ଼ା ହେଇଛି ଗାଁ ମୁଣ୍ଡରେ । ଖାଲି ଅପବାଦ ଯେ ମୁଣ୍ଡେଇଛି ତା’ ନୁହେଁ, କିଛି ପ୍ରଶଂସା ବି ସାଉଁଟିଛି ସମୟର ସୁଅରେ । କେବେ ବିଚଳିତ କିମ୍ବା ବିବ୍ରତ ହେଇନି ଏ ଘାଟ । ଅନେଶତ ମସିହା ମହାବାତ୍ୟା ହେଉ କି ଅଶୀ ମସିହା ମରୁଡ଼ି, ଗାଁ ଯାକର ଦୁଃଖ ସୁଖକୁ ମୁଣ୍ଡେଇ କେବେ ବି ଭାରାକ୍ରାନ୍ତ ହେଇନି । କେଇଖଣ୍ଡ ବାଉଁଶକୁ ଯୋଡ଼ି ଆରମ୍ଭ ହେଉଥିବା…

ଅଧିକ ପଢ଼ନ୍ତୁ
Gupchup

ଗୁପଚୁପ

ଗଣେଶ ପୂଜା ଆଉ ଦୁଇ ଦିନ ବାକି ଅଛି । ରାସ୍ତାରେ ନାହିଁନଥିବା ଗହଳି । ସମସ୍ତେ ପୂଜା ଲାଗି କିଣାକିଣିରେ ବ୍ୟସ୍ତ । ଚାରିଆଡ଼େ ଗୋଟେ ଖୁସିର ବାତାବରଣ । ଦଳ ଦଳ ହେଇ ପୁଅ ଝିଅ ସବୁ ଦୁଇ ଚକିଆ ଗାଡି ପେଁ ପାଁ କରି ରାସ୍ତାରେ ଛୁଟିଛନ୍ତି, କାହାରିକୁ ତାଙ୍କର ଖାତିର ନାହିଁ । ସନ୍ଧ୍ୟା ସମୟ ହେଲାଣି । ରାସ୍ତା ପାର ହେଇ ଘରକୁ ଯିବ ବୋଲି ଶୋଭା ଠିଆ ହେଇଚି…

ଅଧିକ ପଢ଼ନ୍ତୁ
Rama-Rajya Marinahi

ରାମରାଜ୍ୟ ମରିନାହିଁ

“ଝାଡ଼ୁ ନବ ମା’ ଝାଡ଼ୁ“– ଏମିତି ଡାକି ଡାକି ଡିସେମ୍ବର ମାସର ଏକ ଶୀତୁଆ ସକାଳରେ ସେ ଗେଟ୍ ଖୋଲି ପଶିଆସିଥିଲା । ମୁଁ ପଚାରିଥିଲି “ମୋ ପାଖରେ କିଛି ନଡ଼ିଆ ଖଡିକା ଅଛି, ତୁମେ ଝାଡୁ ବାନ୍ଧି ଦେଇପାରିବ?” ସେ ଅତି ସହଜରେ ରାଜି ହୋଇ ଆମ ଘର ବାରଣ୍ଡାରେ ଜାଗାଟିଏ ଖୋଜି ବସିପଡ଼ିଲା । ଦୁଇଟା ଝାଡ଼ୁ ବାନ୍ଧିବା ପରେ ମୋତେ ପାଣି ଗ୍ଲାସଟିଏ ମାଗିଲା । ଆଉ ମୁଁ ଗ୍ଲାସଟି ତା’ ହାତକୁ…

ଅଧିକ ପଢ଼ନ୍ତୁ