ଜହର
ଜହର କିସମ କିସମର, ଭିନ୍ନ ଭିନ୍ନ ରଙ୍ଗର ସେ ଚିହ୍ନେନି ଜାତି, ଧର୍ମ, ଭାଷା, ରଙ୍ଗ, ଧନୀ କି ଗରିବ ସେ ତ ମାତ୍ର ବେପାରଟିଏ ଛାତିଚିରା ଯନ୍ତ୍ରଣାର ଲୁଟି ନିଏ ଅଜସ୍ର କାମନା ସ୍ଵପ୍ନ ଅଞ୍ଜୁଳାଏ ବିଶ୍ୱାସର ଏବେତ ଏଠି କେବଳ ଜହର ଖାଦ୍ୟ ପାଣି ପବନରେ, ବିଷର ବଳୟ ଧଳା, ନୀଳ, ନାଲି ଯାହାର, ସତେ ଅବା ଅବିର ହୋଲିର ଇଏ ସବୁ ବିଦେଶୀ ଜହର, ସ୍ଵଦେଶୀ ଅଭିଯାନରେ ମହୁଲି, ହାଣ୍ଡିଆ, ଗଞ୍ଜେଇ, ଭାଙ୍ଗ…

