You are currently viewing ଦୀପାବଳିର ସନ୍ଧ୍ୟାରେ ଶୁଭୋଦୟର ୨ୟ ସଂସ୍କରଣ ଉନ୍ମୋଚିତ
ଦୀପାବଳିର ସନ୍ଧ୍ୟାରେ ଶୁଭୋଦୟର ୨ୟ ସଂସ୍କରଣ ଉନ୍ମୋଚିତ

ଦୀପାବଳିର ସନ୍ଧ୍ୟାରେ ଶୁଭୋଦୟର ୨ୟ ସଂସ୍କରଣ ଉନ୍ମୋଚିତ

ଭଦ୍ରକ (୧୬ ନଭେମ୍ବର ୨୦୨୦): ଦୀପାବଳି ଅବସରରେ ଓଡ଼ିଆ ଇ-ପତ୍ରିକା ଶୁଭୋଦୟର ୨ୟ ସଂସ୍କରଣ ଉନ୍ମୋଚିତ ହୋଇଯାଇଛି । ଶୁଭପଲ୍ଲବ ପ୍ରକାଶନୀ ଦ୍ୱାରା ପ୍ରକାଶ ପାଉଥିବା ଏହି ମାସିକ ଇ-ପତ୍ରିକାଟିର ୨ୟ ସଂସ୍କରଣରେ ସମୁଦାୟ ୧୪ଟି ବଛାବଛା ଗପ, କବିତା ଆଦି ପ୍ରକାଶ ପାଇଛି । ଏହି ସଂସ୍କରଣଟିର କଭର୍ ଫଟୋରେ ଦୀପାବଳି ଥିମ୍‌କୁ ନେଇ ଏକ ଚାନ୍ଦିନୀ ରଣାଙ୍କ ଏକ ଫଟୋ ସ୍ଥାନିତ କରାଯାଇଛି । ପତ୍ରିକାଟିର ସମ୍ପାଦନା କାର୍ଯ୍ୟ ତୁଲାଇଛନ୍ତି ଶୁଭପଲ୍ଲବ ପ୍ରତିଷ୍ଠାତା ସଂଗ୍ରାମ କେଶରୀ ସେନାପତି । ଏହି ପତ୍ରିକାଟି ଶୁଭପଲ୍ଲବ ୱେବ୍‌ସାଇଟ୍ ସହିତ ଆନ୍ତର୍ଜାତୀୟ ରିଡିଂ ସାଇଟ୍ ମାଗ୍‌ଜ୍‌ଟର୍‌ରେ ମୁକ୍ତ ଭାବରେ ଉପଲବ୍ଧ ହେଉଛି ।

  • ଯୁଗାବ୍ଦ ପୋର୍ଟାଲ୍ – ଦୀପାବଳୀ ସନ୍ଧ୍ୟାରେ ଶୁଭୋଦୟର ୨ୟ ସଂସ୍କରଣ ଉନ୍ମୋଚିତ – OriginalArchived

Comments

comments

ଅନ୍ୟମାନଙ୍କ ସହ ସେୟାର କରନ୍ତୁ...

ଶୁଭପଲ୍ଲବ ଓଡ଼ିଆ ଇ-ପତ୍ରିକା (Shubhapallaba Online Odia Magazine) ଏକ ଅନ୍‌ଲାଇନ୍ ଓଡ଼ିଆ ଇ-ପତ୍ରିକା । ଏହି ପତ୍ରିକାଟି ୨୦୧୮ ମସିହାର ଜାନୁଆରୀ ମାସ ୧ ତାରିଖ ନୂଆବର୍ଷଠାରୁ ପ୍ରକାଶ ପାଇ ଆସୁଛି । ଓଡ଼ିଆ ପାଠକପାଠିକାମାନଙ୍କ ପାଇଁ ବିଭିନ୍ନ ପ୍ରକାରର ଗପ, କବିତା, ପ୍ରବନ୍ଧ, ରମ୍ୟ ରଚନା, ଭ୍ରମଣ କାହାଣୀ, କ୍ଷୁଦ୍ର ଗଳ୍ପ, ଗୁଲି ଗପ ଆଦିକୁ ନେଇ ପ୍ରତ୍ୟେକ ତିନି ମାସରେ ଥରେ ଏହା ପ୍ରକାଶ ପାଇ ଆସୁଛି । ଏହି ପତ୍ରିକାଟି ୨୦୨୦ ନବବର୍ଷରୁ ମାସିକିଆ ପତ୍ରିକା ଭାବରେ ପ୍ରକାଶ ପାଇବାକୁ ଯାଉଛି ।