You are currently viewing ଧନୁ ସଂକ୍ରାନ୍ତିରେ ଶୁଭୋଦୟର ୩ୟ ସଂସ୍କରଣ ଉନ୍ମୋଚିତ
ଧନୁ ସଂକ୍ରାନ୍ତିରେ ଶୁଭୋଦୟର ୩ୟ ସଂସ୍କରଣ ଉନ୍ମୋଚିତ

ଧନୁ ସଂକ୍ରାନ୍ତିରେ ଶୁଭୋଦୟର ୩ୟ ସଂସ୍କରଣ ଉନ୍ମୋଚିତ

ଭଦ୍ରକ (୧୬ ଡିସେମ୍ବର ୨୦୨୦): ଆଜି ଧନୁ ସଂକ୍ରାନ୍ତି ଅବସରରେ ଓଡ଼ିଆ ଇ-ପତ୍ରିକା ଶୁଭୋଦୟର ୩ୟ ସଂସ୍କରଣ ଉନ୍ମୋଚିତ ହୋଇଯାଇଛି । ଶୁଭପଲ୍ଲବ ପ୍ରକାଶନୀ ଦ୍ୱାରା ପ୍ରକାଶ ପାଉଥିବା ଏହି ମାସିକ ଇ-ପତ୍ରିକାଟିର ୩ୟ ସଂସ୍କରଣରେ ସମୁଦାୟ ୧୫ଟି ବଛାବଛା ଗପ, କବିତା ଆଦି ପ୍ରକାଶ ପାଇଛି ।

ଏହି ସଂସ୍କରଣଟିର ପ୍ରଚ୍ଛଦରେ ସ୍ଥାନିତ ହୋଇଛି କୁହୁଡ଼ି ଭରା ଏକ ଶୀତ ସକାଳେ ଗାଁ’ର ଦୃଶ୍ୟ । ଏହି ସଂସ୍କରଣଟିର ସମ୍ପାଦନା କାର୍ଯ୍ୟ ତୁଲାଇଛନ୍ତି ଶୁଭପଲ୍ଲବ ପ୍ରତିଷ୍ଠାତା ସଂଗ୍ରାମ କେଶରୀ ସେନାପତି । ଏହି ପତ୍ରିକାଟି ଶୁଭପଲ୍ଲବ ୱେବ୍‌ସାଇଟ୍ ସହିତ ଶୁଭପଲ୍ଲବ ଷ୍ଟୋର୍ ତଥା ଆନ୍ତର୍ଜାତୀୟ ରିଡିଂ ସାଇଟ୍ ମାଗ୍‌ଜ୍‌ଟର୍‌ରେ ମୁକ୍ତ ଭାବରେ ଉପଲବ୍ଧ ହେଉଛି ।

  • Yugabda Portal: ଧନୁ ସଂକ୍ରାନ୍ତିରେ ଶୁଭୋଦୟର ୩ୟ ସଂସ୍କରଣ ଉନ୍ମୋଚିତ – OriginalArchived
News on 3rd Edition of Shubhodaya published on Sakala News Paper
News on 3rd Edition of Shubhodaya published on Sakala News Paper
News on 3rd Edition of Shubhodaya published on Odisha Bhaskar
News on 3rd Edition of Shubhodaya published on Odisha Bhaskar

English Newsletter:

Shubhodaya Released its 3rd edition on Dhanu Sankranti

Bhadrak: On Dhanu Sankranti, the 3rd edition of Shubhodaya has been released with the powerful editing of bidding editor Sangram Keshari Senapati. Shubhodaya is an Odia e-magazine by Shubhapallaba Publication.

A total of 15 Odia articles including stories, poems, and photo stories of different authors of Odisha placed in this edition. The cover photo of this edition has featured the village life of India on a foggy winter morning.

  • OdishaDiary: Shubhodaya Released its 3rd edition on Dhanu Sankranti – OriginalArchived

Comments

comments

ଅନ୍ୟମାନଙ୍କ ସହ ସେୟାର କରନ୍ତୁ...

ଶୁଭପଲ୍ଲବ ଓଡ଼ିଆ ଇ-ପତ୍ରିକା (Shubhapallaba Online Odia Magazine) ଏକ ଅନ୍‌ଲାଇନ୍ ଓଡ଼ିଆ ଇ-ପତ୍ରିକା । ଏହି ପତ୍ରିକାଟି ୨୦୧୮ ମସିହାର ଜାନୁଆରୀ ମାସ ୧ ତାରିଖ ନୂଆବର୍ଷଠାରୁ ପ୍ରକାଶ ପାଇ ଆସୁଛି । ଓଡ଼ିଆ ପାଠକପାଠିକାମାନଙ୍କ ପାଇଁ ବିଭିନ୍ନ ପ୍ରକାରର ଗପ, କବିତା, ପ୍ରବନ୍ଧ, ରମ୍ୟ ରଚନା, ଭ୍ରମଣ କାହାଣୀ, କ୍ଷୁଦ୍ର ଗଳ୍ପ, ଗୁଲି ଗପ ଆଦିକୁ ନେଇ ପ୍ରତ୍ୟେକ ତିନି ମାସରେ ଥରେ ଏହା ପ୍ରକାଶ ପାଇ ଆସୁଛି । ଏହି ପତ୍ରିକାଟି ୨୦୨୦ ନବବର୍ଷରୁ ମାସିକିଆ ପତ୍ରିକା ଭାବରେ ପ୍ରକାଶ ପାଇବାକୁ ଯାଉଛି ।