Read more about the article ସ୍ମୃତି ଭାବ
Odia Poem Smrutibhaba (ସ୍ମୃତି ଭାବ) by Ashutosh Meher

ସ୍ମୃତି ଭାବ

କିଛି ଆପାଶୋରା କିଛି ମନେ ଭରା ମିଠା ମିଠା ସ୍ମୃତି ଭାବ ମନ ପରଦାରେ ଛାପି ହୋଇ ରହେ ପୂଣ୍ୟ-ପ୍ରେମେ ମନ ତବ । ସେ ଲେଖା ଅଲିଭା ସବୁ ଦିନ ପାଇଁ ଜଳୁଥାଏ ଏକାନ୍ତରେ ପୃଷ୍ଠା ଲେଉଟିଲେ ରଙ୍ଗ ଭିନ୍ନ…

Continue Readingସ୍ମୃତି ଭାବ
Read more about the article ଧର୍ମଯୁଦ୍ଧ
Odia Story Dharmayuddha (ଧର୍ମଯୁଦ୍ଧ) by Kamala Satapathy

ଧର୍ମଯୁଦ୍ଧ

ବିଗତ ପାଞ୍ଚ ଦିନରୁ ଅନ୍ଧାର ଘରଟା ଭିତରେ ବସି ରାଘବ ଖାଲି ଭାବୁଛି ଆଉ ଭାବୁଛି । ମୁହଁକୁ ମୁହଁ ଦେଖା ଯାଉନଥିବା ଅନ୍ଧାର ଭିତରେ ତାକୁ ଖାଲି ସେଇ ସେଇ ଦୃଶ୍ୟ ଦେଖା ଯାଉଛନ୍ତି, ଯାହାଙ୍କ ସହିତ ତା’ର କିଛି…

Continue Readingଧର୍ମଯୁଦ୍ଧ
Read more about the article ସହରକୁ ଆସିଲା ପରେ
Odia Poem Saharaku Asilapare (ସହରକୁ ଆସିଲା ପରେ) by Pravat Bal

ସହରକୁ ଆସିଲା ପରେ

ସହରକୁ ଆସିଲା ପରେ ଶିଖିଗଲି କେମିତି ରାଜରାସ୍ତାର କଳା ଆସ୍ତରରେ ଗ୍ରାମ ପଥକୁ କବର ଦିଆଯାଏ ଅଣଓସାରିଆ ଧୂଳି ଧୂସର ରାସ୍ତାକୁ ଭୁଲି ମାର୍ବଲ ଚଟାଣରେ ପାଦ ରଖାଯାଏ । କେମିତି ସୁରମ୍ୟ ପ୍ରାସାଦର ଚିକ୍କଣ ପ୍ରାଚୀରକୁ ବିଦେଶୀ ରଙ୍ଗର ଚିତ୍ରରାଜି…

Continue Readingସହରକୁ ଆସିଲା ପରେ
Read more about the article ସ୍ୱତନ୍ତ୍ର ପ୍ରଦେଶ ଓଡ଼ିଶା
Odia Poem Swatantra Pradesh Odisha (ସ୍ୱତନ୍ତ୍ର ପ୍ରଦେଶ ଓଡ଼ିଶା) by Samita Sahoo

ସ୍ୱତନ୍ତ୍ର ପ୍ରଦେଶ ଓଡ଼ିଶା

ନାଁ ତୋ'ର ଉଡ୍ର, କଳିଙ୍ଗ, ଓଡ଼ିଶା ମମତାମୟୀ ତୁ ସେନେହ ଝରା, ମାତାମହୀ ମୋ' ଭାରତ ହେଲେ ତୁ ମୋ ଜନନୀ ଶୋକ ପାଶୋରା । ମୋ ପୂର୍ବ ପୁରୁଷ ବିସ୍ତାରିଥିଲେ ଗଙ୍ଗାଠାରୁ ଗୋଦାବରୀ ଚୋଡ଼ଗଙ୍ଗ, ନରସିଂହ, ଅଶୋକ ଖାରବେଳ, ଯଯାତି…

Continue Readingସ୍ୱତନ୍ତ୍ର ପ୍ରଦେଶ ଓଡ଼ିଶା
Read more about the article ସ୍ୱର୍ଣ୍ଣମୟୀ ମାଆ ମୋର ଉତ୍କଳ ଜନନୀ
Odia Essay on Swarnamayee Mora Utkala Janani (ସ୍ୱର୍ଣ୍ଣମୟୀ ମାଆ ମୋର ଉତ୍କଳ ଜନନୀ) by Chinmayee Sahoo

ସ୍ୱର୍ଣ୍ଣମୟୀ ମାଆ ମୋର ଉତ୍କଳ ଜନନୀ

"ସ୍ୱର୍ଣ୍ଣମୟୀ ମାଆ ମୋର ଉତ୍କଳ ଜନନୀ" ସ୍ୱତନ୍ତ୍ର ପ୍ରଦେଶ ଉତ୍କଳର ଜୟଗାନ କଲାବେଳେ ମନକୁ ଆସିଥାଏ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ ଏହି ସୁନ୍ଦର ପଂକ୍ତିଟି । ସତରେ ଏହି ସ୍ୱର୍ଣ୍ଣପ୍ରସୂ ଓଡ଼ିଶା ମାଟିରେ ଜନ୍ମ ନେଇଛନ୍ତି କାହିଁ କେତେ ଯୁଗଜନ୍ମା…

Continue Readingସ୍ୱର୍ଣ୍ଣମୟୀ ମାଆ ମୋର ଉତ୍କଳ ଜନନୀ