ମିତ
ମୋ ନିଛାଟିଆ ପ୍ରାଣରେ ତମେ ସ୍ପନ୍ଦିତ ଚନ୍ଦନ ଶଦ୍ଦମୟ ହେଇଯାଏ ହେ ଜଗନ୍ନାଥ ତମକୁ କଲେ ଦରଶନ ॥ ଫଗୁମୟ ତମରି ରଥଯାତ୍ରା ମୁ଼ଁ ନିରେଖିଲି ଟି.ଭି.ରୁ । ମୋରି ହୃଦୟରେ ତୁମେ : ସୁନ୍ଦର ସକାଳ କିଚିରି ମିଚିରିରେ ଭରା ଗୀତ_ଗୀତ ସବୁ କାଳ ॥ – ପ୍ରଫୁଲ୍ଲ ଚନ୍ଦ୍ର ପାଢ଼ୀ ପ୍ରଫୁଲ୍ଲ ଚନ୍ଦ୍ର ପାଢ଼ୀପ୍ରଫୁଲ୍ଲ ଚନ୍ଦ୍ର ପାଢ଼ୀ ଓଡ଼ିଆ ଭାଷାରେ ବିଭିନ୍ନ ପ୍ରକାରର ଗପ ଓ କବିତା ଆଦି ରଚନା କରନ୍ତି । ତାଙ୍କ…