ବାଲା ବୁଢ଼ା
ମଇ ମାସ ୭ ତାରିଖ ଭୋର ସମୟ, ପୋଲିସ ଗାଡ଼ି ଆଜି ମାଧପୁର ଗାଁ କୁଣ୍ଡ ପୋଖରୀ କୂଳରେ ଥିବା ଅଣଓସାରିଆ ରାସ୍ତା ଦେଇ ଗାଁ ମଝିରେ ଥିବା ରାଜଉଆସ ଆଗରେ । ରାଜଉଆସ ଅସଲରେ କେଉଁ ରାଜାଙ୍କର ବାସଭବନ ନୁହେଁ, ଗାଁ’ର ବୋଧହୁଏ ସବୁଠୁ ଧନୀ ଲୋକର ଘର, ଧଳା ଫରଫର ଘରଟି । ସେ ଘର ଆଗ ଦେଇ ଯିଏ ଯାଏ, ମନରେ ଥରେ ଏହି ଭାବନା ତ ନିଶ୍ଚିନ୍ତ ଆସେ, “ଏମିତି ମୋର…